ଭିନେ ପୁଅକୁ ମିଳିବ ଘର
ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ବୟାନ
‘ବାପାଙ୍କ ଠାରୁ ଭିନେ ହୋଇ ଅଲଗା ପରିବାର କରିଥିଲେ ବି ଘର ମିଳିବ’
‘ପୂର୍ବ ସରକାରରେ ବଞ୍ଚିତ ଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ କରାଯିବ’
ଯୋଗ୍ୟଙ୍କୁ ୬ ମାସ ଭିତରେ କାର୍ଯ୍ୟାଦେଶ ଦେବ ବିଜେପି ସରକାର’
‘ଏହି ପ୍ରକ୍ରିୟାରେ ୨୦ରୁ ୨୨ ଲକ୍ଷ ହିତାଧିକାରୀଙ୍କୁ ଘର ମିଳିବ’
‘ହିତାଧିକାରୀ ଚୟନରେ ତ୍ରୁଟି ରହିଲେ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ’!.