Spread the love

ପ୍ରଧାନମନ୍ତ୍ରୀମୋଦିଙ୍କସମ୍ବୋଧନ!.
ସଂକଳ୍ପ ପତ୍ର ଉନ୍ମୋଚନ ଅବସରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମ୍ବୋଧନ
ଆଜିର ଦିନ ଅତ୍ୟନ୍ତ ଶୁଭ, ଅନେକ ରାଜ୍ୟରେ ନବବର୍ଷ ପାଳନ ହେଉଛି
ଓଡ଼ିଶାରେ ପଣା ସଂକ୍ରାନ୍ତି ପାଳନ ହେଉଛି
ଏଭଳି ଶୁଭ ଦିନରେ ବିଜେପି ସଂକଳ୍ପ ପତ୍ର ଜାରି କରିଛି!.
ଆମର ଫୋକସ ଡିଗ୍‌ନିଟି ଅଫ୍‌ ଲାଇଫ୍ ଓ କ୍ବାଲିଟି ଅଫ୍ ଲାଇଫ୍
ଯୁବ ଭାରତର ଯୁବ ଆଙ୍କାକ୍ଷା ଆମ ସଂକଳ୍ପ ପତ୍ରରେ ପ୍ରତିଫଳିତ
ଆସନ୍ତା ୫ ବର୍ଷ ଯାଏଁ ମାଗଣା ରାସନ ଜାରି ରହିବ
ଦେଶରେ ଜନ ଔଷଧି କେନ୍ଦ୍ରର ବିସ୍ତାର ହେବ
୭୦ ବର୍ଷରୁ ଉର୍ଦ୍ଧ୍ୱ ବୟସ୍କଙ୍କୁ ଆୟୁଷ୍ମାନ ଯୋଜନାରେ ସାମିଲ କରାଯିବ
ଗରିବ ହୁଅନ୍ତୁ କିମ୍ବା ମଧ୍ୟମ ବର୍ଗୀୟ ହୁଅନ୍ତୁ, ଉପକୃତ ହେବେ!.
ପାଇପ ଯୋଗେ ଘରେ ଘରେ ଶସ୍ତାରେ ଗ୍ୟାସ ପହଞ୍ଚାଇବୁ
ମୁଦ୍ରା ଯୋଜନାରେ ୨୦ ଲକ୍ଷ ପର୍ଯ୍ୟନ୍ତ ଋଣ ବୃଦ୍ଧି କରାଯିବ
ଗରିବଙ୍କ ପାଇଁ ଆହୁରି ୩ କୋଟି ଆବାସ ନିର୍ମାଣ ହେବ
୩ କୋଟି ଭଉଣୀଙ୍କୁ ଲକ୍ଷପତି ଦିଦି କରିବୁ
ମହିଳା ଖେଳାଳିଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ!.
ପ୍ରଧାନମନ୍ତ୍ରୀମୋଦିକଲେ_ଉନ୍ମୋଚନ!.
ସାଧାରଣ ନିର୍ବାଚନ ପାଇଁ ବିଜେପିର ସଂକଳ୍ପ ପତ୍ର । ଦିଲ୍ଲୀ ବିଜେପି ମୁଖ୍ୟାଳୟରେ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ ମୋଦି…

Leave a Reply

Your email address will not be published. Required fields are marked *