Spread the love

ଭୁବନେଶ୍ୱର 26/10:ଓଡିଶା ରାଜ୍ୟ ଉପରୁ ବାତ୍ୟାର ଭୟ ଟଳି ନାହିଁ। ଚାଇନା ସାଗର ଉପକୂଳରେ ଆଉ ଏକ ବାତ୍ୟାର ସମ୍ଭାବନା ରହିଛି।

ଆସନ୍ତା ନଭେମ୍ବର ପ୍ରଥମ ସପ୍ତାହରେ ଏହା ଭୟଙ୍କର ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି । ୟୁରୋପିଆନ ସେଣ୍ଟର ଫର ମିଡିୟମ ରେଞ୍ଜ ଫୋରକାଷ୍ଟ (ଇସିଏମ୍‌ଡବ୍ଲ୍ୟଏଫ୍‌) ସମେତ କେତେକ ଅନ୍ତର୍ଜାତୀୟ ପାଣିପାଗ ମଡେଲ ସୂଚନା ଅନୁଯାୟୀ ନଭେମ୍ବର ୬ କିମ୍ବା ୭ ତାରିଖ ବେଳକୁ ଚାଇନା ସାଗରରେ ଥିବା ଘୂର୍ଣ୍ଣିବଳୟ ସାମୁଦ୍ରିକ ଝଡ଼ରେ ପରିଣତ ହୋଇପାରେ।

ଏହା ଓଡ଼ିଶା କିମ୍ବା ତାମିଲନାଡୁ ଉପକୂଳମୁହାଁ ହେବାର ସମ୍ଭାବନା ରହିଛି।

Leave a Reply

Your email address will not be published. Required fields are marked *

You Missed