Spread the love

ବନ୍ଦହୋଇଯିବକାଳିଆଯୋଜନା?
‘କାଳିଆ ଯୋଜନା’ ବନ୍ଦ ହେବା ନେଇ ବଢ଼ିଲା ଦ୍ୱନ୍ଦ୍ୱ । ଉପମୁଖ୍ୟମନ୍ତ୍ରୀ ତଥା କୃଷି ମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉତ୍ତର ବଢ଼ାଇଲା ଦ୍ୱନ୍ଦ୍ୱ!.
ରାସନକାର୍ଡ: ଖୁବ୍‌ ଶୀଘ୍ର ନୂଆ ତାଲିକା!.

ମାସେ ଭିତରେ ନୂଆ ହିତାଧିକାରୀ ରାସନ କାର୍ଡ ପାଇବେ
ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା
ପ୍ରାୟ ୮ ଲକ୍ଷ ନୂଆ ହିତାଧିକାରୀ ନୂଆ ରାସନ କାର୍ଡ ପାଇପାରନ୍ତି’
ଏଥିସହ ଅଯୋଗ୍ୟ ହିତାଧିକାରୀଙ୍କୁ ବାଦ ପ୍ରକ୍ରିୟା ବି ଆରମ୍ଭ ହୋଇଛି’
‘ବର୍ତ୍ତମାନ KYC ଅପଡେଟ୍‌ କରିବା ପ୍ରକ୍ରିୟା ଜାରି ରହିଛି’
ମୋଟ ୬ ଲକ୍ଷ ୧୯ ହଜାର ୮୩୬ ପରିବାର ନୂଆ ଆବେଦନ କରିଛନ୍ତି’
୧୨ଟି ସ୍ବତଃ ଯୋଗ ହେବା ମାନଦଣ୍ଡ, ୧୦ ବାଦ ମାନଦଣ୍ଡ ନିର୍ଦ୍ଧାରିତ’
ତଥ୍ୟାବଳୀକୁ ସ୍ବଚ୍ଛ ପାଇଁ ଆଧାର ଭିତ୍ତିକ ଇ-KYC ଯାଞ୍ଚ ଆରମ୍ଭ ହୋଇଛି’
-‘ଅଯୋଗ୍ୟ ହିତାଧିକାରୀଙ୍କୁ କାଟିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ’
‘ଘର ଘର ବୁଲି ସର୍ଭେ ଚାଲିଛି, ମାସେ ଭିତରେ ନୂଆ ତାଲିକା ଚୂଡ଼ାନ୍ତ’!.
ପିଏମ୍‌ସୂର୍ଯ୍ୟଘରପାଇଁ୭୮ହଜାର_ସହାୟତା’!.
ପିଏମ୍‌ ସୂର୍ଯ୍ୟଘର ଯୋଜନାରେ ମିଳିବ ୭୮ ହଜାରର ସହାୟତା!.
ଗଣେଶ୍ବର ବେହେରାଙ୍କ ପ୍ରଶ୍ନରେ ଶକ୍ତିମନ୍ତ୍ରୀ କେଭି ସିଂଦେଓଙ୍କ ଉତ୍ତର!.
-ପିଏମ୍‌ ସୂର୍ଯ୍ୟଘର ଯୋଜନାରେ ସୌରଶକ୍ତି ଦ୍ବାରା ବିଜୁଳି ମିଳିବ’!.
୩ କିଲୋୱାଟ ପର୍ଯ୍ୟନ୍ତ ସୋଲାର ପ୍ଲାଣ୍ଟ ସ୍ଥାପନ ପାଇଁ ସହାୟତା ମିଳିବ!.
ସୋଲାର ପ୍ଲାଣ୍ଟ ପାଇଁ ୭୮ ହଜାର ଟଙ୍କାର କେନ୍ଦ୍ରୀୟ ସହାୟତା ବ୍ୟବସ୍ଥା ରହିଛି

ଏଥିରେ ଉପଭୋକ୍ତା ମାସିକ ୩ଶହ ୟୁନିଟ ବିଦ୍ୟୁତ ଉପଯୋଗ କରିପାରିବେ’!.

Leave a Reply

Your email address will not be published. Required fields are marked *