ଭୁବନେଶ୍ବରରେ ଜଣେ ପୂର୍ବତନ ସେନା କର୍ମଚାରୀଙ୍କ ରହସ୍ୟଜନକ ମୃତ୍ୟୁ। ମୃତକ ହେଉଛନ୍ତି ଅନୀଲ ଛୋଟରାୟ। ଅନିଲଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ଅନିଲ ଜଣେ ପୂର୍ବତନ ସେନା କର୍ମଚାରୀ ବୋଲି କୁହାଯାଉଛି।