Spread the love

ମିଛକହିବିଜେପିକ୍ଷମତାକୁଆସିଛି- ନବୀନ
ପଦ ଯାତ୍ରାରେ ବିଜେପି ସରକାରକୁ ନିଶାନା କଲେ ନବୀନ ପଟ୍ଟନାୟକ
ମିଛ କହି ବିଜେପି ରାଜ୍ୟରେ କ୍ଷମତାକୁ ଆସିଛି କହିଲେ ନବୀନ
ସେମାନେ ବିଏସ୍‌କେୱାଇ ନାଁ ବଦଳାଇଛନ୍ତି, ଲୋକ ସବୁ ଜାଣନ୍ତି- ନବୀନ
୩ଶହ ୟୁନିଟ ମାଗଣା ବିଜୁଳି, ୩ ହଜାର ଭତ୍ତା ଦେବେ କହିଥିଲେ’
‘ମା’ ମାନଙ୍କୁ ୫୦ ହଜାର ଦେବେ କହିଥିଲେ, କେତେ ଜଣ ପାଇଲେଣି’
‘ଏ ସରକାର ଉପରେ ଲୋକଙ୍କ ଭରସା ନାହିଁ, ଲୋକ ମିଛ ଜାଣିଲେଣି’
‘ମିଛ କହି ନିର୍ବାଚନ ଜିତିପାରନ୍ତି, କିନ୍ତୁ ଲୋକଙ୍କ ହୃଦୟ ଜିତିପାରିବେନି’
‘ବିଜେପିଠାରୁ ବିଜେଡି ଅଧିକ ଭୋଟ ପାଇଛି, ଆମେ ଲୋକଙ୍କ ହୃଦୟରେ ଅଛୁ’
ସରକାରୀ କର୍ମଚାରୀ ରାଜଭବନରେ ବି ସୁରକ୍ଷିତ ନୁହଁନ୍ତି- ନବୀନ
ମୁଁ କ୍ଷମତାରେ ଥାଏ ବା ନଥାଏ, ଲୋକ ସେବା ଜାରି ରହିବ- ନବୀନ

Related Post

Leave a Reply

Your email address will not be published. Required fields are marked *

You Missed