Spread the love

ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲା
କୋର୍ଟରେ ହାଜର ହେଲେ ଭରତପୁର ଥାନାର ନିଲମ୍ବିତ ଆଇଆଇସି
ଭରତପୁର ଥାନାର ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ର ହାଜର
ଦୀନକୃଷ୍ଣଙ୍କ ପଲିଗ୍ରାଫ୍‌ ଟେଷ୍ଟ ପାଇଁ କ୍ରାଇମବ୍ରାଞ୍ଚ ଆବେଦନ କରିଥିଲା
କ୍ରାଇମବ୍ରାଞ୍ଚର ଆବେଦନ ପରେ SDJM କୋର୍ଟରେ ହାଜର ହେଲେ
କୋର୍ଟରେ ହାଜର ହୋଇ ସମସ୍ତ ଟେଷ୍ଟ ପାଇଁ ସହମତି ଦେଲେ ଦୀନକୃଷ୍ଣ

Leave a Reply

Your email address will not be published. Required fields are marked *