Spread the love

ରାଉରକେଲା (ଦର୍ଶନ ସମୀକ୍ଷା): ଏକ ଦିବସୟ ରାଷ୍ଟ୍ରୀୟ ସମ୍ମିଳନୀ ଏଂବ ନାଗରିକ ସମ୍ମାନ ସମାରୋହ – ରାଉରକେଲା ର ଅଗ୍ରଣୀ ସାମାଜିକ ସାଂସ୍କୃତିକ ଅନୁଷ୍ଠାନ ହେପି ମୋମମେଣ୍ଟ ଇଣ୍ଡିଆ ପକ୍ଷରୁ ରାଷ୍ଟ୍ରୀୟ ସମ୍ମିଳନୀ ଏଂବ ନାଗରିକ ସମ୍ମାନ ସମରହୋ ଆୟୋଜନ କରାଯାଇଛି |

ଏହି କାର୍ଯ୍ୟକ୍ରମ ପ୍ରତିଷ୍ଠାତା ରାଜେନ୍ଦ୍ର ପ୍ରସାଦ ପଣ୍ଡା ଙ୍କ ତଦ୍ବ ବଧାନ ରେ ଆୟୋଜିତ ହୋଇଇଥିଲା ବେଳେ ସର୍ବାଣି ଦ|ଶ ମଞ୍ଚ ପରିଚାଳନା କରିଥିଲେ |ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି , ପୁରୀ Dipro ସନ୍ତୋଷ ସେଠି,, ଶଙ୍କର ପରିଡା ଏକ୍ସ ବିଧାୟକ ଜୟନ୍ତ ସରଙ୍ଗୀ,

ମହାରାଷ୍ଟ୍ର ରୁ ଉଜାୱାଲା ଆଵାୱାର,ଫିଲ୍ମ ନିର୍ମାତା, ସଞ୍ଜୟ ନାୟକ, ଆଦି ମାତା କଳ୍ପନା, ଶିକ୍ଷା ବିତି ଷଷଧର ପଣ୍ଡା, ପ୍ରଦୀପ ଚୌଧୁରୀ ସମାଜସେବୀ ପାର୍ଥ ରାଉତ ଯୋଗ ଦେଇଥିଲେ,ରାଜ୍ୟ ର ବିଭିନ୍ନ ପ୍ରତିଭା ବାନ ବ୍ୟକ୍ତି ବିଶେଷ ଙ୍କୁ ମାନପତ୍ର ଟ୍ରଫି ଉତ୍ତରୀୟ, ଦେଇ ସମ୍ମାନନୀତ |କରାଯାଇଥିଲା,ପ୍ରଗତି ପଥରେ ଭାରତ ଉପରେ ଆଲୋଚନା ହୋଇଥିଲା | ଶେଷରେ ରଶ୍ମିତା ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ |

Leave a Reply

Your email address will not be published. Required fields are marked *