କଟକରେସୋସିଆଲ୍ମିଡିଆଉପରେକଟକଣା
କଟକ ସହରରେ ସୋସିଆଲ୍ ମିଡିଆ ଉପରେ କଟକଣା
ଆଜି ସଂଧ୍ୟା ୭ଟାରୁ ଆସନ୍ତାକାଲି ସଂଧ୍ୟା ୭ଟା ପର୍ଯ୍ୟନ୍ତ କଟକଣା
ହ୍ବାଟ୍ସ ଆପ୍, ଫେସ୍ବୁକ୍, ଇନ୍ଷ୍ଟାଗ୍ରାମ୍, ସ୍ନାପ୍ଚାଟ୍ ଆଦି ୨୪ ଘଣ୍ଟା ପାଇଁ ବନ୍ଦ
ମୋବାଇଲ୍ ଇଣ୍ଟରନେଟ୍ ବାତିଲ୍ ନେଇ ଗୃହ ବିଭାଗ ପକ୍ଷରୁ ସୂଚନା
ଶାନ୍ତିପାଇଁମୁଖ୍ୟମନ୍ତ୍ରୀଙ୍କଅପିଲ୍
–

କଟକ ଘଟଣାରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅପିଲ୍
-ସମସ୍ତଙ୍କୁ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ନିବେଦନ କଲେ
-ଭାଇଚାରାର ଅନନ୍ୟ ନିଦର୍ଶନ ହେଉଛି କଟକ ସହର
-କେତେକ ବିଶୃଙ୍ଖଳାକାରୀଙ୍କ ଯୋଗୁଁ ସହରରେ ଶାନ୍ତି ଭଙ୍ଗ ହୋଇଛି

ଶାନ୍ତି ବଜାୟ ରଖିବାକୁ ପୂର୍ଵ ତନ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଙ୍କ ନିବେଦନ ସାଧାରଣ ଲୋକଙ୍କ ଜୀବନ ଯାତ୍ରାରେ ବ୍ୟାଘାତ ସୃଷ୍ଟି ହେଉଛି
-ଏହିଭଳି ବିଶୃଙ୍ଖଳାକାରୀଙ୍କ ଉପରେ ସରକାରଙ୍କ ନଜର ରହିଛି
-ସେମାନଙ୍କ ଉପରେ ଆଇନ୍ ଅନୁଯାୟୀ ଦୃଢ କାର୍ଯ୍ୟାନୁଷ୍ଠାନ ହେବ
-ସହରର ଗୌରବକୁ ଅକ୍ଷୁଣ୍ଣ ରଖିବା ପାଇଁ ଆଗେଇ ଆସନ୍ତୁ

ଶାନ୍ତିପାଇଁବିଧାୟିକାଙ୍କଅପିଲ୍
-କଟକରେ ଶାନ୍ତି ବଜାୟ ରଖିବାକୁ ବିଧାୟିକା ସୋଫିଆଙ୍କ ଫିର୍ଦ୍ଦୋସଙ୍କ ଅପିଲ୍
-ଗୁଜବରେ ବିଶ୍ବାସ କରନ୍ତୁ ନାହିଁ, ଶାନ୍ତି ପାଇଁ ଆଗେଇ ଆସନ୍ତୁ କହିଲେ
Leave a Reply