Spread the love

କନ୍ଧମାଳ : ଲମ୍ବାଗୁଡ୍ରି ଆଶ୍ରମ ବିଦ୍ୟାଳୟ ରେ ଦୁଇଦିନିଆ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଟିତ ହେଇଯାଇଛି..

 

କନ୍ଧମାଳ ଜିଲ୍ଲା ଖଜୁରୀପଡ଼ା ବ୍ଲକ୍ ଅନ୍ତର୍ଗତ ଦୁତିମେଣ୍ଡି ପଞ୍ଚାୟତ ର ଲମ୍ବାଗୁଡ୍ରି ଆଶ୍ରମ ବିଦ୍ୟାଳୟ ରେ ପ୍ରଧାନ ଶିକ୍ଷକ କୁମାର ଚନ୍ଦ୍ର ପାଢ଼ୀ ଙ୍କ ନେତୃତ୍ୱରେ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ଦୁଇ ଦିନିଆଁ ବାର୍ଷିକ କ୍ରୀଡ଼ା ପ୍ରତିଯୋଗୀତା ଅନୁଷ୍ଟିତ ହେଇଯାଇଛି l ଏହି ପ୍ରତିଯୋଗିତା ଟି ସୁଚାରୁରୂପେ ତୁଲେଇ ବା ପାଇଁ ସହକାରୀ ଶିକ୍ଷକ ବୈଦ୍ୟନାଥ ପାଟଯୋଶୀ, ଶିକ୍ଷକ ସୁକାନ୍ତ କୁମାର ସାହୁ, ଶିକ୍ଷକ ରୋହିତ କୁମାର ବେହେରା, ଶିକ୍ଷୟିତ୍ରୀ ରୁତୁପୂର୍ଣ୍ଣା ରଥ , ଶିକ୍ଷୟିତ୍ରୀ ସ୍ମୁତି ତନ୍ମୟୀ ପଣ୍ଡା ଯୋଗ ଦେଇ ଏହି ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଟିରେ ଭାଗ ନେଇଁ ଥିବା ଛାତ୍ର ଛାତ୍ରୀ ମାନଙ୍କୁ ସହଯୋଗ କରିଥିଲେ l ସେହିପରି ସ୍କୁଲ ର ସମସ୍ତ ଷ୍ଟାପ୍ ଏବଂ ଉପସ୍ତିତ ରହି ଛାତ୍ର ଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ l କନ୍ଧମାଳ ଜିଲ୍ଲା ରୁ କୁନା ଦିଗାଲ ଙ୍କ ରିପୋର୍ଟ..

Leave a Reply

Your email address will not be published. Required fields are marked *