Spread the love

ନୂଆ ବର୍ଷ, ନୂଆ ନିୟମ!.
ସୁକନ୍ୟା ଯୋଜନାରେ ୮ ପ୍ରତିଶତ ବଦଳରେ ୮.୨ ପ୍ରତିଶତ ସୁଧ!.
ତିନି ବର୍ଷିଆ ମିଆଦି ଜମାରେ ୭.୧୦ ପ୍ରତିଶତ ସୁଧ ମିଳିବ!.
ମାରୁତି, ଟାଟାଠାରୁ ଆରମ୍ଭ କରି ଅଡି ଓ ମର୍ସିଡିଜ୍ ବେଞ୍ଜ କାରର ଦର ବଢିବ। ଜାନୁଆରୀରେ କାର ଦାମ ବଢିବା ନେଇ ଘୋଷଣା କରିଛନ୍ତି କାର କମ୍ପାନୀ!.*
ବର୍ଷେରୁ ଅଧିକ ସମୟ ନିଷ୍କ୍ରିୟ ଥିବା ୟୁପିଆଇ ଆଇଡିକୁ ଅଚଳ କରାଯିବ। ଏହା ଦ୍ୱାରା ସେଗୁଡ଼ିକୁ କେହି ଅପବ୍ୟବହାର କରିପାରିବେ ନାହିଁ!.*
ସ୍ୱାସ୍ଥ୍ୟ ବୀମା ପଲିସି ଲୋକେ ବୁଝିବା ଭଳି ସରଳ ଭାଷାରେ କମ୍ପାନୀ ଉପସ୍ଥାପନ କରିବେ!.*ମୋବାଇଲ୍ ସିମ୍ କିଣିବା ବେଳେ କାଗଜପତ୍ର ଦେବାକୁ ପଡ଼ିବ ନାହିଁ। କେବଳ ଡିଜିଟାଲ କେୱାସି ଜରିଆରେ ହିଁ ସିମ୍ କିଣିହେବ!.*
ବ୍ୟାଙ୍କ ଲକର୍ର ନୂଆ ନିୟମ ଲାଗୁ କରାଯିବ। ୨୦୨୩ ଡିସେମ୍ବର ୩୧ ସୁଦ୍ଧା ଲକର ନିୟମ ପାଳନ କରିନଥିଲେ ଅସୁବିଧାରେ ପଡିବେ!.*
ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ହୋଇଛି ନୂଆ ନିୟମ। ଶାଳୀନତାପୂର୍ଣ୍ଣ ପୋଷାକ ପିନ୍ଧି ମନ୍ଦିରକୁ ପ୍ରବେଶ କରିବେ ଭକ୍ତ। ପାନ, ଗୁଟଖା ଖାଇ ମନ୍ଦିରକୁ ପ୍ରବେଶ କରିପାରିବେ ନାହିଁ!.*

Leave a Reply

Your email address will not be published. Required fields are marked *