ପଞ୍ଚାୟତ ପ୍ରତିନିଧିଙ୍କ ମୃତ୍ୟୁ ହେଲେ ୨ ଲକ୍ଷ: ମୁଖ୍ୟମନ୍ତ୍ରୀପଞ୍ଚାୟତ ପ୍ରତିନିଧିଙ୍କର କାର୍ଯ୍ୟ ଅବଧିରେ ମୃତ୍ୟୁ ହେଲେ ମିଳିବ ୨ ଲକ୍ଷ ଟଙ୍କାମୃତ୍ୟୁ ହେଲେ କିମ୍ବା ଅକ୍ଷମ ହେଲେ ମିଳିବ ଅନୁକମ୍ପା ରାଶିୱାର୍ଡ ମେମ୍ବରଙ୍କଠୁ ଆରମ୍ଭ କରି ଜିଲ୍ଲା ପରିଷଦ ସଭାପତି ପର୍ଯ୍ୟନ୍ତ ଅନ୍ତର୍ଭୁକ୍ତକୌଣସି କାରଣରୁ ମୃତ୍ୟୁ ଘଟିଲେ ନିକଟ ସମ୍ପର୍କୀୟଙ୍କୁ ମିଳିବ ୨ ଲକ୍ଷ ଟଙ୍କା-ମୁଖ୍ୟମନ୍ତ୍ରୀ

Spread the love

ପଞ୍ଚାୟତ ପ୍ରତିନିଧିଙ୍କ ମୃତ୍ୟୁ ହେଲେ ୨ ଲକ୍ଷ: ମୁଖ୍ୟମନ୍ତ୍ରୀ
ପଞ୍ଚାୟତ ପ୍ରତିନିଧିଙ୍କର କାର୍ଯ୍ୟ ଅବଧିରେ ମୃତ୍ୟୁ ହେଲେ ମିଳିବ ୨ ଲକ୍ଷ ଟଙ୍କା
ମୃତ୍ୟୁ ହେଲେ କିମ୍ବା ଅକ୍ଷମ ହେଲେ ମିଳିବ ଅନୁକମ୍ପା ରାଶି
ୱାର୍ଡ ମେମ୍ବରଙ୍କଠୁ ଆରମ୍ଭ କରି ଜିଲ୍ଲା ପରିଷଦ ସଭାପତି ପର୍ଯ୍ୟନ୍ତ ଅନ୍ତର୍ଭୁକ୍ତ
କୌଣସି କାରଣରୁ ମୃତ୍ୟୁ ଘଟିଲେ ନିକଟ ସମ୍ପର୍କୀୟଙ୍କୁ ମିଳିବ ୨ ଲକ୍ଷ ଟଙ୍କା
ଉଭୟ ହାତ , ଗୋଡ , ଆଖି ନଷ୍ଟ ହେଲେ ବି ୨ ଲକ୍ଷ ଅନୁକମ୍ପାରାଶି ମିଳିବଗୋଟିଏ ହାତ କିମ୍ବା ଗୋଡ଼ ନଷ୍ଟ ହେଲେ ୧ ଲକ୍ଷ ଟଙ୍କାର ସହାୟତା
ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ହେଲା ସୂଚନା.

Leave a Reply

Your email address will not be published. Required fields are marked *