Spread the love

ବରିଷ୍ଠ ଖବରଦାତା ଭବାନୀ ଶଙ୍କର ତ୍ରିପାଠୀ , (Deputy General Manager (News) and Bureau Chief of the Sambad) , ପ୍ରମୁଖ ଓଡ଼ିଆ ସମ୍ବାଦପତ୍ର .ଙ୍କୁ ମିଳିଛି ବଡ଼ ଦାୟିତ୍ୱ। ସେ ଅନ୍ତର୍ଜାତୀୟ ସ୍ତରରେ ଭାରତର ପ୍ରତିନିଧିତ୍ୱ କରିବେ। ମାର୍ଚ୍ଚ ୧୩ରେ ହେବାକୁ ଥିବା United States International Visitor Leadership programme (IVLP) ରେ ଭବାନୀ ଯୋଗ ଦେବେ।

‘ଜଳବାୟୁ ପରିବର୍ତ୍ତନ ଓ ଜୈବ ବିବିଧତା ସଂରକ୍ଷଣ’ ନାମକ ପ୍ରୋଜେକ୍ଟ ପାଇଁ ଆମେରିକାର ବୈଦେଶିକ ବିଭାଗ ପକ୍ଷରୁ ତାଙ୍କୁ ମନୋନୀତ କରାଯାଇଛି। ଏହି କାର୍ଯ୍ୟକ୍ରମ ମାର୍ଚ୍ଚ ୧୦ରୁ ଆରମ୍ଭ ହୋଇ ଏପ୍ରିଲ ୧ ପର୍ଯ୍ୟନ୍ତ ଚାଲୁ ରହିବ।

Leave a Reply

Your email address will not be published. Required fields are marked *