ବଜେଟ ଅଧିବେଶନ: ରାଜ୍ୟପାଳଙ୍କ ଅଭିଭାଷଣ!.
– ପ୍ରାରମ୍ଭରେ ଦିବଙ୍ଗତ ପୂର୍ବତନ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ!.
– ସହିଦ ଯବାନମାନଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଜ୍ୟପାଳ!.
ପ୍ରାରମ୍ଭରେ ପୁରୀ ପରିକ୍ରମା ପ୍ରକଳ୍ପର ପ୍ରଶଂସା କଲେ!.
– ୮ ଶହ କୋଟିରେ ହୋଇଛି, ଶ୍ରଦ୍ଧାଳୁଙ୍କୁ ସୁବିଧା ଦେବ!.
– ଏହି ପ୍ରକଳ୍ପ ଆଗନ୍ତୁକଙ୍କୁ ଅତ୍ୟାଧୁନିକ ସୁବିଧା ଦେବ!.
– ଶ୍ରୀମନ୍ଦିର ସୁରକ୍ଷାରେ ଏହି ପ୍ରକଳ୍ପ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେବ!.
– ଲୋକଙ୍କୁ ସୁବିଧାରେ ଦର୍ଶନ ପାଇଁ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ଆରମ୍ଭ ହୋଇଛି!.
– ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପରେ ସମଲେଇ ପ୍ରକଳ୍ପ ବି ଲୋକାର୍ପିତ ହୋଇଛି!.
– ନୂଆ-ଓ ଯୁବ ଭାଗିଦାରୀକୁ ସଶକ୍ତ କରିବ- ରାଜ୍ୟପାଳ!.
– ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପାଇଁ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ହୋଇଛି!.
– ଫାଇଭ୍-ଟି ଓ ମୋ ସରକାର ରୂପାନ୍ତରିତ ପ୍ରଶାସନିକ ବ୍ୟବସ୍ଥାର ନୂତନ ଯୁଗ!.
– ୨୦୨୨-୨୩ରେ ୬.୦୩ ଲକ୍ଷ କୁଇଣ୍ଟାଲ ମାଣ୍ଡିଆ ସଂଗ୍ରହ ହୋଇଛି!.
– ୧୧୩.୭୬ ରେସନକାର୍ଡଧାରୀଙ୍କୁ ୪ ଲକ୍ଷ କୁଇଣ୍ଟାଲ ମାଣ୍ଡିଆ ଦିଆଯାଇଛି!. ୪୩.୮୮ ଲକ୍ଷ କ୍ଷୁଦ୍ର ଓ ୧୮.୯୩ ଲକ୍ଷ ଭୂମିହୀନ ଚାଷୀଙ୍କୁ କାଳିଆ ସହାୟତା ମିଳିଛି!.
– ବଲାଙ୍ଗିର ଜିଲ୍ଲାରେ ଲୋୟର ସୁକତେଲ ପ୍ରକଳ୍ପ ଆରମ୍ଭ ହୋଇଛି!.
– ଅନେକ ମଧ୍ୟମ ଓ କ୍ଷୁଦ୍ର ଜଳସେଚନ ଯୋଜନା ଆରମ୍ଭ ହୋଇଛି!.
– ପ୍ରତି ପରିବାରକୁ ୫ ଲକ୍ଷ, ମହିଳା!।ସଦସ୍ୟଙ୍କୁ ଆଉ ୫ ଲକ୍ଷର ଚିକିତ୍ସା ସହାୟତା ମିଳୁଛି!.
– ବିଜୁ ସ୍ୱାସ୍ଥ୍ୟକଲ୍ୟାଣ ଯୋଜନା ୩.୫ କୋଟି ଲୋକଙ୍କ ପାଖରେ ପହଞ୍ଚିଛି!.
– ୭୫୦ କୋଟି ଟଙ୍କା ବ୍ୟୟରେ ‘ଆମ ହସ୍ପିଟାଲ’ ଯୋଜନା ଆରମ୍ଭ!.