ପାରାଦୀପ ବନ୍ଦରରେ ଲାଗିଥିବା ଜାହାଜରେ ପାକିସ୍ତାନୀ କ୍ରିଉ ମେମ୍ବର ସୂଚନା
୨୧ ଜଣ ପାକିସ୍ତାନୀ କ୍ରିଉ ମେମ୍ବର ସୂଚନା ପରେ ସୁରକ୍ଷା କଡ଼ାକଡ଼ି
ଏନେଇ ପାରାଦୀପ ଇମିଗ୍ରେସନ ବିଭାଗ ଅବଗତ କରିଥିବା ସୂଚନା
ମେରାଇନ୍ ପୋଲିସ, CISF, କଷ୍ଟମ ବିଭାଗକୁ ଅବଗତ କଲା
ପଣ୍ୟ ଖଲାସ ନ ହେବା ଯାଏଁ ଜାହାଜକୁ ଜଗି ରଖିବାକୁ ନିର୍ଦ୍ଦେଶ
ପାକିସ୍ତାନୀ କୌଣସି ପରିସ୍ଥିତିରେ ଜାହାଜରୁ ନ ଓହ୍ଲାନ୍ତି କଡ଼ା ନଜର ରଖିବେ
ପାରାଦୀପ ପୋର୍ଟ SPMରେ ଲାଗିଛି ହଂକଂ ଫ୍ଲାଗସିପ୍ ଜାହାଜ
ବଡ଼ ଖବର //ପାରାଦୀପ ବନ୍ଦରରେ ଲାଗିଥିବା ଜାହାଜରେ ପାକିସ୍ତାନୀ କ୍ରିଉ ମେମ୍ବର ସୂଚନା୨୧ ଜଣ ପାକିସ୍ତାନୀ କ୍ରିଉ ମେମ୍ବର ସୂଚନା ପରେ ସୁରକ୍ଷା କଡ଼ାକଡ଼ି

Leave a Reply