Spread the love

ବାଜ୍ୟାପ୍ତ ହେବ ଅର୍ଥତତ୍ତ୍ବ ସଂପତ୍ତି
ଅର୍ଥତତ୍ତ୍ୱର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ବାଜ୍ୟାପ୍ତ ଲାଗି ନିର୍ଦ୍ଦେଶ
୧୧୦ ଏକର ଜମି, ୧୧ଟି ଦାମୀ ଗାଡ଼ି ବାଜ୍ୟାପ୍ତ ଲାଗି ନିର୍ଦ୍ଦେଶ
ବ୍ୟାଙ୍କ ଜମା ୨ କୋଟି ୧୭ ଲକ୍ଷ ୨୦ ହଜାର ଟଙ୍କା ବି ବାଜ୍ୟାପ୍ତ ହେବ ବାଜ୍ୟାପ୍ତ ସମ୍ପତ୍ତିକୁ ନିଲାମ କରି ଜମାକାରୀଙ୍କ ମଧ୍ୟରେ ବଣ୍ଟାଯିବ
ବାଜ୍ୟାପ୍ତ ଲାଗି କଟକ ସ୍ୱତନ୍ତ୍ର ଚିଟ୍‌ଫଣ୍ଡ କୋର୍ଟଙ୍କ ନିର୍ଦ୍ଦେଶ

Leave a Reply

Your email address will not be published. Required fields are marked *