Spread the love

ଭରତପୁରଥାନାରେ ଲଙ୍କାଲେମ୍ବୁ -ଚର୍ଚ୍ଚିତ ଭରତପୁର ଥାନାରେ ନୂଆ ଆଇଆଇସିଙ୍କ ପୂଜାପାଠ
ପୂଜାପାଠ ସହ ଥାନା ଗେଟ୍‌ରେ ଲଙ୍କାଲେମ୍ବୁ ଝୁଲାଇଲେ ଆଇଆଇସି
ନୂଆ ଜଏନ୍‌ କଲି, ମାନସିକ ଶାନ୍ତି ପାଇଁ ପୂଜା କରୁଥିବା କହିଲେ ଆଇଆଇସି

Leave a Reply

Your email address will not be published. Required fields are marked *