Spread the love

ସତ୍ୟପାଠଆହ୍ବାନକରିବେ_କମିଶନ -ଭରତପୁର କାଣ୍ଡ: ଆରମ୍ଭ ହେଲା ବିଚାର ବିଭାଗୀୟ ତଦନ୍ତ .
କମିଶନଙ୍କ ପ୍ରଥମ ବୈଠକ ପରେ କମିଶନଙ୍କ ସଚିବଙ୍କ ସୂଚନା
ଘଟଣାକୁ ନେଇ ସତ୍ୟପାଠ ଆହ୍ବାନ କରାଯିବ କହିଲେ ସଚିବ
ସତ୍ୟପାଠ ନେଇ ଆସନ୍ତାକାଲି ବିଜ୍ଞପ୍ତି ପ୍ରକାଶ କରାଯିବ
ଆସନ୍ତାକାଲିଠାରୁ ୨୧ ଦିନ ପର୍ଯ୍ୟନ୍ତ ସତ୍ୟପାଠ ଗ୍ରହଣ କରାଯିବ
ସତ୍ୟପାଠ ଯାଞ୍ଚ ପରେ ସାକ୍ଷ୍ୟଗ୍ରହଣ ଆରମ୍ଭ କରାଯିବ- ସଚିବ
ଘଟଣାରେ ନିଲମ୍ବିତ ପୋଲିସ ଅଧିକାରୀଙ୍କୁ ପଚରାଉଚରା ହେବ
ଅନ୍ୟ ପକ୍ଷମାନଙ୍କୁ କମିଶନରେ ହାଜର ପାଇଁ ସମନ କରାଯିବ
ସାକ୍ଷ୍ୟଗ୍ରହଣ, ତଦନ୍ତ ପରେ ସରକାରଙ୍କୁ ରିପୋର୍ଟ ଦିଆଯିବ

Leave a Reply

Your email address will not be published. Required fields are marked *