Spread the love

 

ମୁଖ୍ୟମନ୍ତ୍ରୀ ଙ୍କ ଘୋଷଣା

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା – ନବୀନ କାର୍ଡର ଶୁଭାରମ୍ଭ

ରାଜ୍ୟର 90% ଲୋକ ଉପକାର ପାଇବେ.

ପଇସା ଅଭାବ ରୁ ମୋ ରାଜ୍ୟର କେହି କେବେ ଉତ୍ତମ ଚିକିତ୍ସା ରୁ ବଞ୍ଚିତ ହେବେ ନାହିଁ . ମୁଖ୍ୟମନ୍ତ୍ର

ଭୁବନେଶ୍ବର
29_12-23

ସ୍ବାସ୍ଥ୍ୟ ସହ ବିକାଶର ଗଭୀର ସମ୍ପର୍କ ରହିଛି . ଏକ ସୁସ୍ଥ ସମାଜ ହିଁ ସମୃଦ୍ଧ ଭବିଷ୍ୟତ ର ଭିତ୍ତି.
ସ୍ବାସ୍ଥ୍ୟ କ୍ଷେତ୍ରରେ ସରକାରଙ୍କ ସବୁ କାର୍ଯ୍ୟକ୍ରମ ପଛରେ ରହିଛି ଆମର ‘ସୁସ୍ଥ ଓଡିଶା, ସୁଖୀ ଓଡିଶା’ର ମହତ୍ବାକାଂକ୍ଷୀ ଲକ୍ଷ୍ୟ । ମୋର ସ୍ବପ୍ନ ହେଉଛି ଓଡିଶାର ସବୁ ଲୋକଙ୍କୁ ସାର୍ବଜନୀନ ସ୍ବାସ୍ଥ୍ୟ ସେବା ଯୋଗାଇଦେବା। ମୁଁ ଏମିତି ଏକ ଓଡିଶା ଚାହେଁ, ଯେଉଁଠାରେ ସ୍ବାସ୍ଥ୍ୟସେବା ଲୋକଙ୍କ ପାଇଁ ଏକ ଅଧିକାର ଏବଂ ଏହା ସବୁ ଲୋକଙ୍କ ପାଇଁ ସୁଲଭ ମୂଲ୍ୟରେ ଉପଲବ୍‌ଧ ହେଉଥିବ। ପଇସା ପାଇଁ ମୋ ରାଜ୍ୟର କେହି କେବେ ଉତ୍ତମ ଚିକିତ୍ସା ସୁବିଧାରୁ ବଞ୍ଚିତ ନ ହେଉ। ଏହି ଲକ୍ଷ୍ୟକୁ କାର୍ଯ୍ୟକାରୀ କରିବାକୁ ଯାଇ ଆମେ ୫ ବର୍ଷ ତଳେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଆରମ୍ଭ କରିଥିଲୁ । ଏବଂ ଏହା ଓଡିଶାର ଜନସାଧାରଣଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବାରେ ଏକ ବୈପ୍ଲବିକ ପରିବର୍ତ୍ତନ ଆଣିଥିଲା। ଆମ ରାଜ୍ୟର ସବୁ ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ପର୍ଯ୍ୟାୟକ୍ରମେ ସ

Related Post

Leave a Reply

Your email address will not be published. Required fields are marked *

You Missed