ରାଉରକେଲା //ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଜୟନ୍ତୀ ଉପଲକ୍ଷେ ମା ସର୍ବମଙ୍ଗଳା ଚାରିଟେବୁଲ ଟ୍ରଷ୍ଟ ଓ ହାଇଟେକ୍ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲର ମିଳିତ ଆନୁକୂଲ୍ୟରେ ଏକ ନିଃଶୁଳ୍କ ସ୍ବାସ୍ଥ୍ୟ ସେବା ଶିବିର ଝିରପାଣି ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ସମ୍ମୁଖରେ ଅନୁଷ୍ଠିତ ହୋଇଯାଇଛି
ଝିରପାଣି ରେ ନିଃଶୁଳ୍କ ସ୍ବାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ …… ରାଉରକେଲା:(ଦର୍ଶନ ସମୀକ୍ଷା) ସସ୍ମିତା ପ୍ରଧାନ: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଜୟନ୍ତୀ ଉପଲକ୍ଷେ ମା ସର୍ବମଙ୍ଗଳା ଚାରିଟେବୁଲ ଟ୍ରଷ୍ଟ ଓ ହାଇଟେକ୍ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲର ମିଳିତ ଆନୁକୂଲ୍ୟରେ…