ଅବକାରୀ କାର୍ଯ୍ୟାଳୟ ଉଦ୍ଘାଟିତ//ଖୋର୍ଦ୍ଧା ଠାରେ ଆଜି ଅପରାହ୍ନରେ ଜିଲ୍ଲା ସଦର ମହକୁମାସ୍ଥ ଟି ଏଲ ସି ରୋଡ ଭାରତୀୟ ଜୀବନ ବୀମା ନିଗମ କାର୍ଯ୍ୟାଳୟ ସମ୍ମୁଖ ୩କୋଟି ୬୫ଲକ୍ଷ ବ୍ୟୟରେ ୩ମହଲା ବିଶିଷ୍ଟ ଓଡ଼ିଶା ରାଜ୍ୟ ଆରକ୍ଷୀ ଗୃହ ନିର୍ମାଣ କଲ୍ୟାଣ ନିଗମ ଲିଃ ଦ୍ଵାରା ନବନିର୍ମିତ ଖୋର୍ଦ୍ଧା ଜିଲ୍ଲା ଅବକାରୀ କାର୍ଯ୍ୟାଳୟ ଉଦଘାଟନ ହେଲା
ଖୋର୍ଦ୍ଧା ଜିଲ୍ଲା ଅବକାରୀ କାର୍ଯ୍ୟାଳୟ ଉଦ୍ଘାଟିତ l ଖୋର୍ଦ୍ଧା ତା 20.04.2025 ରିଖ:(ଦର୍ଶନ ସମୀକ୍ଷା) ଆଜି ଅପରାହ୍ନରେ ଜିଲ୍ଲା ସଦର ମହକୁମାସ୍ଥ ଟି ଏଲ ସି ରୋଡ ଭାରତୀୟ ଜୀବନ ବୀମା ନିଗମ କାର୍ଯ୍ୟାଳୟ ସମ୍ମୁଖ ୩କୋଟି ୬୫ଲକ୍ଷ ବ୍ୟୟରେ ୩ମହଲା…