ଓଡ଼ିଶାର ଶ୍ରୀ ସଙ୍ଗମ କୁମାର ସାହୁ ପାଟନା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ

Spread the love

ଓଡ଼ିଶାର ସଙ୍ଗମ କୁମାର ସାହୁ ପାଟନା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ

ସେ ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମର ବାସିନ୍ଦା।

ସେ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ କାର୍ଯ୍ୟ କରୁଥିଲେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ନିଯୁକ୍ତି ଦେଇଛନ୍ତି

ଜଷ୍ଟିସ ସାହୁଙ୍କ ନିଯୁକ୍ତି ସହ ସୁପ୍ରିମକୋର୍ଟ କଲେଜିୟମ ଦେଶର ବିଭିନ୍ନ ହାଇକୋର୍ଟରେ ଖାଲି ପଡ଼ିବାକୁ ଥିବା ପାଞ୍ଚ ଜଣ ମୁଖ୍ୟ ବିଚାରପତି ପଦ ପାଇଁ ନାମ ସୁପାରିଶ କରାଯାଇଥିଲା

ସେ ପୂର୍ବରୁ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବରେ କାର୍ଯ୍ୟ କରୁଥିଲେ। ଜଷ୍ଟିସ ସାହୁ ଜୁଲାଇ ୨, ୨୦୧୪ ମସିହାରେ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବରେ ନିଯୁକ୍ତ ହୋଇଥିଲେ। ସେ କଟକର ଲ କଲେଜରୁ ଆଇନ ଡିଗ୍ରୀ ହାସଲ କରିଥିଲେ ଏବଂ ୧୯୮୯ ମସିହାରେ ଓଡ଼ିଶା ରାଜ୍ୟ ବାର୍ କାଉନସିଲ, କଟକ ଅଧୀନରେ ଜଣେ ଓକିଲ ଭାବରେ ପଞ୍ଜିକୃତ ହୋଇଥିଲେ

ଜଷ୍ଟିସ ସାହୁଙ୍କ ନିଯୁକ୍ତି ପାଇବା ପୂର୍ବରୁ ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଭାବେ କାର୍ଯ୍ୟ କରୁଥିଲେ

Leave a Reply

Your email address will not be published. Required fields are marked *