Spread the love

ସରକାରୀ ଚାକିରିଆଙ୍କୁ ଇଲେକ୍ଟ୍ରି କାର ବା ଦୁଇ ଚକିଆ ଯାନ କିଣିବାକୁ ସରକାର ଦେବେ ଆଡଭାନ୍ସ, ଗ୍ରୁପ୍ ଏ’ ବା ବି’ କର୍ମଚାରୀଙ୍କୁ ଇଲେକ୍ଟ୍ରି କାର୍ କିଣିବାକୁ କାର ଦାମର ୭୫% ବା ସର୍ବାଧିକ ୧୫ ଲକ୍ଷ ଆଡଭାନ୍ସ ମିଳିବ, ଗ୍ରୁପ୍ ସି’ ଓ ଡି’ କର୍ମଚାରୀଙ୍କୁ ଦୁଇ ଚକିଆ କିଣିବାକୁ ସର୍ବାଧିକ ୨ ଲକ୍ଷ ପର୍ଯ୍ୟନ୍ତ ଆଡଭାନ୍ସ ମିଳିବ
-ଗ୍ରୁପ୍ ସି’ ଓ ଡି’ କର୍ମଚାରୀଙ୍କୁ ଦୁଇ ଚକିଆ କିଣିବାକୁ ଆଡଭାନ୍ସ ମିଳିବ
-ଗାଡି ମୂଲ୍ୟର ୭୫% ବା ସର୍ବାଧିକ ୨ ଲକ୍ଷ ପର୍ଯ୍ୟନ୍ତ ଆଡଭାନ୍ସ ମିଳିବ
-ସର୍ବାଧିକ ୧୦୦ଟି ମାସିକିଆ କିସ୍ତିରେ ଦରମାରୁ ଭରଣା ହେବ
-ଇଭି ଆଡଭାନ୍ସ ନେଇ ରାଜ୍ୟ ଅର୍ଥ ବିଭାଗ ପକ୍ଷରୁ ନୋଟିସ୍

Leave a Reply

Your email address will not be published. Required fields are marked *