Spread the love

ଇତିହାସ ରଚିଲେ ମନୁ; ପ୍ୟାରିସ ଅଲିମ୍ପିକ୍ସରେ ଭାରତକୁ ମିଳିଲା ଦ୍ବିତୀୟ ପଦକ…

ଗୋଟିଏ ଅଲିମ୍ପିକ୍ସରେ ୨ଟି ପଦକ ଜିତିବାରେ ପ୍ରଥମ ଭାରତୀୟ ମହିଳା ମନୁ l
ପୂର୍ବରୁ ୧୦ମିଟର ଏୟାର ପିସ୍ତଲ ମିକ୍ସଡ ଟିମ୍ ଇଭେଣ୍ଟରେ କାଂସ୍ୟ ଜିତିଛନ୍ତି ମନୁ ଭ‌ାକର।
ମହିଳା ୧୦ ମିଟର ଏୟାର ପିସ୍ତଲ୍‌ରେ ମନୁ ଭାକର ପ୍ୟାରିସ୍‌ ଅଲିମ୍ପିକ୍ସର ଦ୍ବିତୀୟ ଦିନରେ କାଂସ୍ୟ ପଦକ ଜିତି ୧୪୪ କୋଟି ଭାରତୀୟଙ୍କୁ ଚଳିତ ସଂସ୍କରଣର ପ୍ରଥମ ପଦକ ଭେଟି ଦେଇଥିଲେ।
ପ୍ୟାରିସ୍‌ ଅଲିମ୍ପିକ୍ସର ଚତୁର୍ଥ ଦିନରେ ଅର୍ଥାତ୍ ଆଜି ପୁଣି ମନୁ ୧୦ମିଟର ଏୟାର ପିସ୍ତଲ ମିକ୍ସଡ ଟିମ୍ ଇଭେଣ୍ଟରେ ଜିତିଲେ କାଂସ୍ୟ ପଦକ l

Leave a Reply

Your email address will not be published. Required fields are marked *