ଭୁବନେଶ୍ୱର// ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗର ପୂର୍ବତନ ତଥା ଅବସରପ୍ରାପ୍ତ ଅଧିକାରୀ ଗୌର ଚନ୍ଦ୍ର ମହାପାତ୍ର ତାଙ୍କ କାର୍ଯ୍ୟ ଦକ୍ଷତା ପାଇଁ ନୂଆଦିଲ୍ଲୀରେ ସମ୍ବର୍ଦ୍ଧିତ ହୋଇଛନ୍ତି.

Spread the love

ମିଡ଼ିଆ ମ୍ୟାନେଜମେଣ୍ଟ ପାଇଁ ଗୌର ମହାପାତ୍ର ସମ୍ବର୍ଦ୍ଧିତ
ଭୁବନେଶ୍ୱର : ଦର୍ଶନ ସମୀକ୍ଷା

ଭୁବନେଶ୍ୱର ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗର ପୂର୍ବତନ ତଥା ଅବସରପ୍ରାପ୍ତ ଅଧିକାରୀ ଗୌର ଚନ୍ଦ୍ର ମହାପାତ୍ର ତାଙ୍କ କାର୍ଯ୍ୟ ଦକ୍ଷତା ପାଇଁ ନୂଆଦିଲ୍ଲୀରେ ସମ୍ବର୍ଦ୍ଧିତ ହୋଇଛନ୍ତି. ଗତ 21ତାରିଖ ଶନିବାର ମିଡ଼ିଆ ଫେଡେରେସନ ଅଫ ଇଣ୍ଡିଆ, ନୂଆଦିଲ୍ଲୀ ପକ୍ଷରୁ ଆୟୋଜିତ ଜାତୀୟ କାର୍ଯ୍ୟକ୍ରମ ରେ ଶ୍ରୀ ମହାପାତ୍ରଙ୍କୁ ଶ୍ରେଷ୍ଠ ମିଡ଼ିଆ ମ୍ୟାନେଜମେଣ୍ଟ ଅର୍ଗନାଇଜର ଷ୍ଟେଟ ଆୱାର୍ଡ ପ୍ରଦାନ କରାଯାଇଛି.ଏଥିପାଇଁ ଶ୍ରୀ ମହାପାତ୍ର ଫେରେ୍ଡେସନର କର୍ମକର୍ତ୍ତାଙ୍କୁ କୃତଜ୍ଞତା ଜଣାଇଛନ୍ତି. ସେ ନିଜ କାର୍ଯ୍ୟକାଳ ମଧ୍ୟରେ ମିଡ଼ିଆ ମ୍ୟାନେଜମେଣ୍ଟ କରି ସମସ୍ତ ସାମ୍ବାଦିକ ଓ ଅଧିକାରୀ ମାନଙ୍କ ପ୍ରିୟପାତ୍ର ହୋଇଥିଲେ. ଏଥିସହ ବହୁ ଅନୁଷ୍ଠାନରୁ ମଧ୍ୟ ସମ୍ବର୍ଦ୍ଧିତ ହୋଇଛନ୍ତି.

Leave a Reply

Your email address will not be published. Required fields are marked *