Spread the love

୩୭୦ ପେଟ୍ରୋଲ ପମ୍ପରେ ଠକେଇ
ରାଜ୍ୟରେ ମାପ ଏବଂ ଓଜନରେ ଗ୍ରାହକଙ୍କୁ ଠକୁଛନ୍ତି କିଛି ବ୍ୟବସାୟୀ
ବର୍ଷକରେ ୨,୮୪୬ ଦୋକାନୀ ଗ୍ରାହକଙ୍କୁ ଠକିଥିବା ନଜରକୁ ଆସିଛି
ଗୃହରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଉତ୍ତର
ଯାଞ୍ଚ ବେଳେ ୩୭୦ ପେଟ୍ରୋଲ ପମ୍ପରେ ମାପରେ ଗଫଲତି ଜଣାପଡ଼ିଛି’
‘୨୧୮୧ ବ୍ୟବସାୟୀ କମ୍ପ୍ୟୁଟର ଓଜନରେ ଠକୁଥିବା ଜଣାପଡିଛି’

୧୦୧ ବ୍ୟବସାୟୀ ବଟକରା ଓ ୯୫ ଜଣ ପଳାରେ ଠକୁଥିବା ଜଣାପଡ଼ିଛି’!.

Related Post

Leave a Reply

Your email address will not be published. Required fields are marked *

You Missed