Spread the love

ତଦନ୍ତଅନୁଧ୍ୟାନପାଇଁମନାକଲେ_ହାଇକୋର୍ଟ.
ଭରତପୁର କାଣ୍ଡକୁ ନେଇ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା
ପୀଡ଼ିତା ଓ ମେଜରଙ୍କ ନାଁ ଗଣମାଧ୍ୟମରେ ପ୍ରକାଶ କରିବାକୁ ବାରଣ
ବୈଦ୍ୟୁତିକ, ଛାପା ଓ ସାମାଜିକ ଗଣମାଧ୍ୟମରେ ପ୍ରକାଶ ମନା
ସମସ୍ତ ଥାନାର ସିସିଟିଭି ସ୍ଥିତି ଜଣାଇବାକୁ ମଧ୍ୟ ନିର୍ଦ୍ଦେଶ ଦେଲେ କୋର୍ଟ.
ସିସିଟିଭି ଅଛି କି ନାହିଁ ଜଣାଇବାକୁ ଏଡିଜି ଆଧୁନିକୀକରଣଙ୍କୁ ନିର୍ଦ୍ଦେଶ
ଯଦି ନାହିଁ, କେବେ ସୁଦ୍ଧା ସମସ୍ତ ଥାନାରେ ଲଗାଯିବ, ପଚାରିଲେ
ମାମଲାର ତଦନ୍ତ ଅନୁଧ୍ୟାନ ପାଇଁ ମଧ୍ୟ ମନା କଲେ ହାଇକୋର୍ଟ.
ହାଇକୋର୍ଟଙ୍କ ତଦନ୍ତ ଅନୁଧ୍ୟାନର ଆବଶ୍ୟକତା ନାହିଁ କହିଲେ କୋର୍ଟ.
ସରକାରଙ୍କ ପଦକ୍ଷେପକୁ ହାଇକୋର୍ଟ ପ୍ରଶଂସା କରିଥିବା ଏଜିଙ୍କ ସୂଚନା

Leave a Reply

Your email address will not be published. Required fields are marked *