Spread the love

ଭିନେ ପୁଅକୁ ମିଳିବ ଘର
ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ବୟାନ
‘ବାପାଙ୍କ ଠାରୁ ଭିନେ ହୋଇ ଅଲଗା ପରିବାର କରିଥିଲେ ବି ଘର ମିଳିବ’
‘ପୂର୍ବ ସରକାରରେ ବଞ୍ଚିତ ଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ କରାଯିବ’
ଯୋଗ୍ୟଙ୍କୁ ୬ ମାସ ଭିତରେ କାର୍ଯ୍ୟାଦେଶ ଦେବ ବିଜେପି ସରକାର’
‘ଏହି ପ୍ରକ୍ରିୟାରେ ୨୦ରୁ ୨୨ ଲକ୍ଷ ହିତାଧିକାରୀଙ୍କୁ ଘର ମିଳିବ’
‘ହିତାଧିକାରୀ ଚୟନରେ ତ୍ରୁଟି ରହିଲେ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ’!.

Leave a Reply

Your email address will not be published. Required fields are marked *