ଚୋରି କେମିତି ହେଲା ଓ ଚୋରି ବିଷୟରେ ଜାଣିବାକୁ ଚାହିଁଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଗଞ୍ଜାମ ଜିଲ୍ଲାର ଇଷ୍ଟ ଦେବି ତଥା ଆଦି ଶକ୍ତି ମାଁ ତାରାତାରିଣୀଙ୍କ ପୀଠ ରୁ ଚୋରି ହୋଇଥିବା ଘଟଣାକୁ ନେଇ ମାନ୍ୟବର ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଙ୍କ ନିର୍ଦେଶ କ୍ରମେ ବ୍ରହ୍ମପୁର ପୂର୍ବତନ ସାଂସଦ ଶ୍ରୀ ଚନ୍ଦ୍ରଶେଖର ସାହୁ, ବ୍ରହ୍ମପୁର ପୂର୍ବତନ ବିଧାୟକ ଶ୍ରୀ ବିକ୍ରମ କୁମାର ପଣ୍ଡା ଓ ଖଲ୍ଲିକୋଟ ପୂର୍ବତନ ବିଧାୟିକା ଶ୍ରୀମତୀ ସୂର୍ଯ୍ୟମଣି ବୈଦ୍ୟ ଓ ଜିଲ୍ଲା ସଭାପତି ଶ୍ରୀ ରମେଶ ଚନ୍ଦ୍ର ଚ୍ୟାଉ ପଟନାୟକ ଙ୍କୁ ନେଇ ଅନୁଷ୍ଠିତ ହୋଇଥିବା ଏକ ଫେକ୍ଟ ଫାଇଣ୍ଡିଂ ଟିମ ମା ତାରାତାରିଣୀ ମନ୍ଦିର ଯାଇ ତଦାରଖ କରିଥିଲେ |