Spread the love

ବିଜେଡି  ୫ ବର୍ଷ ପୂର୍ବରୁ ପୁଣି କ୍ଷମତାକୁ ଫେରିବା ନେଇ ପୂର୍ବରୁ ଅନେକ ନେତାଙ୍କ ବୟାନ ସାମ୍ନାକୁ ଆସି ସାରିଛି। ଏମିତି ସ୍ଥିତିରେ ସେମାନଙ୍କୁ ଜବାବ ଦେଇଛନ୍ତି ବିଜେଡିର ବରିଷ୍ଠ ବିଧାୟକ ବଦ୍ରି ନାରାୟଣ ପାତ୍ର ।  ସେ କହିଛନ୍ତି ବିଜେଡି ପୁଣି ସରକାରକୁ ଫେରିବା ଅବାସ୍ତବ କଥା ।”

ଏପରି ଅବାସ୍ତବ କଥା କହିବାକୁ ସେମାନେ ସ୍ବୀକୃତିପ୍ରାପ୍ତ କି ନାହିଁ ଜାଣିନି। ନବୀନ ବାବୁ ଏହା କହିବାକୁ କହିଛନ୍ତି କି ନାହିଁ ଜାଣିନି। ବିଜେପି ସହ ଆମେ ସମଦୂରତାରେ ଅଛୁ। କଂଗ୍ରେସ ସହ ଆମେ କେବେ ନ ଥିଲୁ। ଯେଉଁମାନେ ବିଜେଡି କଂଗ୍ରେସ ସହ ମିଶି ସରକାର ଗଢିବା କଥା କହୁଛନ୍ତି ସେମାନଙ୍କ ମତିଭ୍ରମ ହୋଇଛି। ଏପରି ମନ୍ତବ୍ୟ ଦେଇ ସେମାନେ ନିନ୍ଦିତ ହେଉଥିବା  ସେ କହିଛନ୍ତି।

Related Post

Leave a Reply

Your email address will not be published. Required fields are marked *

You Missed