Spread the love

ଆସନ୍ତକାଲି ଭୁବନେଶ୍ୱର ବିମାନ ବନ୍ଦରରୁ ଉଡ଼ାଣ ନ ଭରିବାକୁ ଇ-ମେଲ୍ ଅଡିଓ ମେସେଜ କରି ଚେତାବନୀ ଦେଇଛି ଖଲିସ୍ତାନୀ ଆତଙ୍କୀ ପନ୍ନୁ।

ଭୁବନେଶ୍ୱରରେ ଚାଲିଥିବା DGP କନଫରେନ୍ସକୁ ପୁଣି ଖଲିସ୍ତାନୀ ଆତଙ୍କୀ ପନ୍ନୁର ଟାର୍ଗେଟ କରଛି। ବରିଷ୍ଠ ସାମ୍ବାଦିକ ଅକ୍ଷୟ ସାହୁଙ୍କୁ ଖଲିସ୍ତାନୀ ଆତଙ୍କୀ ପନ୍ନୁ ଧମକ ପୂର୍ଣ୍ଣ ଏକ ଇ-ମେଲ୍ ପଠାଇଛି ।

ଇ-ମେଲରେ ପଠାଇଥଇବା ଅଡ଼ିଓ ମେସେଜରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରକୁ ଟାର୍ଗେଟ କରାଯାଇଛି।

ଆସନ୍ତକାଲି ଭୁବନେଶ୍ୱର ବିମାନ ବନ୍ଦରରୁ ଉଡ଼ାଣ ନ ଭରିବାକୁ ଇ-ମେଲ୍ ଅଡିଓ ମେସେଜ କରି ଚେତାବନୀ ଦେଇଛି ଖଲିସ୍ତାନୀ ଆତଙ୍କୀ ପନ୍ନୁ।

ଧମକ ପରେ କେନ୍ଦ୍ରୀୟ ସୁରକ୍ଷା ବାହିନୀ ଓ ଓଡିଶା ପୋଲିସ ର ମିଳିତ ଅପରେସନ ଆରମ୍ବ

Leave a Reply

Your email address will not be published. Required fields are marked *