Spread the love

ବିଏମସିର ନୂତନ କୋଠା ଉଦଘାଟନ ପରେ ଆସନ୍ତା ୨୦ ତାରିଖରେ ପ୍ରସ୍ତାବିତ କର୍ପୋରେସନ ବୈଠକ ନୂତନ ସମ୍ମିଳନୀ କକ୍ଷରେ ହେବାକୁ ଥିବା ସୂଚନା ମିଳିଛି। ସେହିଭଳି କଳ୍ପନା ଛକରୁ ବିଏମସି ମୁଖ୍ୟ କାର୍ଯ୍ୟାଳୟ ସ୍ଥାନାନ୍ତର ପରେ ସାମନ୍ତରାପୁରଠାରେ ଭଡାରେ ଚାଲିଥିବା ବିଏମସିର ଦକ୍ଷିଣ-ପୂର୍ବ ଜୋନାଲ କାର୍ଯ୍ୟାଳୟ କଳ୍ପନା ଛକ ସ୍ଥିତ ପୁରୁଣା ବିଏମସି କୋଠାକୁ ସ୍ଥାନାନ୍ତର ହେବ। ପୂର୍ବରୁ ଏହି କୋଠାକୁ ଡେଲଏଟ ଭଳି ବହୁରାଷ୍ଟ୍ରୀୟ କମ୍ପାନୀ ସମେତ ସ୍ମାର୍ଟସିଟି କାର୍ଯ୍ୟାଳୟ ସ୍ଥାନାନ୍ତରିତ ହୋଇସାରିଛି!.

Leave a Reply

Your email address will not be published. Required fields are marked *