ସାଧୁବାଣୀ
ଜଣେ ଦାନୀ ଠାରୁ ଜ୍ଞାନୀ ମହାନ୍ ହୋଇଥାଏ କାହିଁକିନା, ଦାନୀଠାରୁ ମିଳିଥିବା ଦାନ କିଛି ଦିନ ପର୍ଯ୍ୟନ୍ତ ଯାଇଥାଏ କିନ୍ତୁ ଜ୍ଞାନୀଠାରୁ ମିଳିଥିବା ଜ୍ଞାନ ଆଜୀବନ ପାଇଁ ସାଥିରେ ରହିଥାଏ ।
କଷ୍ଟଟା ଯେତେବେଳେ ସୀମା ଟପିଯାଏ ସେତେବେଳେ ମଣିଷ କାନ୍ଦି ନ ପାରି ଚୁପ୍ ହୋଇଯାଏ ।
ଲୋକଙ୍କର “ଘୃଣା” କୁ ପସନ୍ଦ କରନ୍ତୁ, କିନ୍ତୁ ଲୋକଙ୍କ ଦେଖାଣିଆ “ଆତ୍ମୀୟତା” ଓ “ସହାନୁଭୂତି” ଠାରୁ ସର୍ବଦା ଦୁରେଇ ରୁହନ୍ତୁ ।
ଜୀବନରେ ଦୁଃଖ କଷ୍ଟ ଆସିବା Part of Life ଅଟେ…ଆଉ ସେଥିରୁ ହସିକି ବାହାରି ଆସିବା Art of Life ଅଟେ।
ଦିନଟି ଆପଣଙ୍କ ପାଇଁ ମଙ୍ଗଳମୟ ହେଉ.!
ଜୟ ଜଗନ୍ନାଥ
Leave a Reply