ରାଜ୍ୟ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ
-ଖାଦ୍ୟ ସୁରକ୍ଷା ଯୋଜନାରେ ପ୍ରତି ପରିବାରକୁ ମିଳିବ ୧ ହଜାର ଟଙ୍କା
-ପରିବାର ପିଛା ୧ ହଜାର ଟଙ୍କା ଓ ୨ଟି ଝୋଟ ବ୍ୟାଗ୍ ମିଳିବ
-ଅତ୍ୟାବଶ୍ୟକ ସାମଗ୍ରୀ କ୍ରୟ କରିବାକୁ ମିଳିବ ଟଙ୍କା ଓ ବ୍ୟାଗ୍
-ରାଜ୍ୟର ୯୫ ଲକ୍ଷ ୯୦ ହଜାର ହିତାଧିକାରୀ ଉପକୃତ ହେବେ
-ଯୋଜନାରେ ରାଜ୍ୟ ସରକାରଙ୍କ ୯୫୯.୫ କୋଟି ଖର୍ଚ୍ଚ ହେବ
Odisha Cabinet headed by Chief Minister Naveen Patnaik approves proposal to provide Rs 1,000 & two jute bags to each of the beneficiaries of NFSA/SFSS. Rs 959.5 crore will be spent for the purpose. Total 95.90 lakh families to receive the assistance