Spread the love

ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପନ । ବଜେଟ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ବ୍ୟୟ ଅଟକଳ ୨ ଲକ୍ଷ ୩୦ ହଜାର କୋଟି ଟଙ୍କା । ମହିଳା ଓ ଶିଶୁ ବିକାଶ ପାଇଁ ୩ ହଜାର ୬୭୦ କୋଟି । ଉଚ୍ଚଶିକ୍ଷା ପାଇଁ ୩ ହଜାର ୧୭୨ କୋଟି । ରାଜସ୍ୱ ଓ ବିପର୍ଯ୍ୟୟ ଓ ପ୍ରଶମନ ପାଇଁ ୩ ହଜାର ୭୬୪ କୋଟି ଟଙ୍କା । ଏମଏସଏମଇ ପାଇଁ ୬ ଶହ ୪୭ କୋଟି ବ୍ୟୟ ବରାଦ । ଭାଷା ସାହିତ୍ୟ ଓ ସଂସ୍କୃତି ପାଇଁ ୨ ଶହ କୋଟି ଟଙ୍କା । ମିଶ୍ନ ଶକ୍ତି ପାଇଁ ୨ ହଜାର ୫୫୪ କୋଟି ଟଙ୍କା ବ୍ୟୟ ବରାଦ ହୋଇଛି ।

ବଜେଟ୍ ବ୍ୟୟ ଅଟକଳ ୨ ଲକ୍ଷ ୩୦ ହଜାର କୋଟି l
👉🏿କୃଷି ବିଭାଗ ପାଇଁ ୨୪,୮୨୯ କୋଟି ବ୍ୟୟବରାଦ l
👉🏿ମିଶନ ଶକ୍ତି ପାଇଁ ୨୫୪୯ କୋଟି ବ୍ୟୟବରାଦ l
👉🏿ଶକ୍ତି ବିଭାଗ ପାଇଁ ୫୯୫୪ କୋଟି ଟଙ୍କା l
👉🏿ଗୃହ ବିଭାଗ ପାଇଁ ୭୩୧୩ କୋଟି ଟଙ୍କା ବ୍ୟୟବରାଦ l
👉🏿ଉଚ୍ଚଶିକ୍ଷା ପାଇଁ ୩୧୭୨ କୋଟି ଟଙ୍କା ବ୍ୟୟବରାଦ l
👉🏿ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ପାଇଁ ୩୭୬୪ କୋଟି ଟଙ୍କା l
👉🏿ମହିଳା ଓ ଶିଶୁ ବିକାଶ ପାଇଁ ୩୬୭୦ କୋଟି l
👉🏿ଏମଏସଏମଇ ପାଇଁ ୬୪୭ କୋଟି ବ୍ୟୟବରାଦ l
👉🏿ଭାଷା, ସାହିତ୍ୟ ଓ ସଂସ୍କୃତି ପାଇଁ ୨ ଶହ କୋଟି l
👉🏿ମିଶନ୍ ଶକ୍ତି ପାଇଁ ୨ ହଜାର ୫୫୪ କୋଟି ବ୍ୟୟବରାଦ l
👉🏿ମତ୍ସ ଓ ପଶୁ ସମ୍ପଦ ପାଇଁ ୧୭୬୯ କୋଟି ବ୍ୟୟବରାଦ l
👉🏿ପର୍ଯ୍ୟଟନ କ୍ଷେତ୍ର ପାଇଁ ୬୮୦ କୋଟି ବ୍ୟୟବରାଦ
👉🏿ଜନସ୍ୱାସ୍ଥ୍ୟ ସେବା ପାଇଁ ୧୬ l
👉🏿ହଜାର ୪୮ କୋଟି l

Leave a Reply

Your email address will not be published. Required fields are marked *