ପୋଲିସ asi ଗୋପାଳ ଦାସ ମନ୍ତ୍ରୀ ନବ ଦାସ ଙ୍କୁ ଗୁଳି ଚଲାଇ ହତ୍ୟା ର ବ୍ୟକ୍ତବ ବିଧାନସଭା ରେ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ.
ମାନ୍ୟବର ବାଚସ୍ପତି ମହୋଦୟ, ଓଡିଶାର ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ତଥା ଏହି ଗୃହର ମାନ୍ୟବର ସଦସ୍ୟ ନବକିଶୋର ଦାସଙ୍କର ମୃତ୍ୟୁ ଆମ ସମସ୍ତଙ୍କ ପାଇଁ ଅତ୍ୟନ୍ତ ଦୁଃଖ ଓ ବେଦନାଦାୟକ । ଯେତେବେଳେ ଆମେ ଏ ଗୃହରେ ଏକାଠି ହେଲେ, ସେତେବେଳେ…