ବିଭିନ୍ନ ଜିଲ୍ଲାକୁ ଅନଲାଇନରେ ପଠାଯିବ ବାତ୍ୟା ‘ଦାନା’ କ୍ଷୟକ୍ଷତି ଟଙ୍କା । ବାତ୍ୟା ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତିରେ ଚୂଡାନ୍ତ ରିପୋର୍ଟ ଅନୁଯାୟୀ ୪୨୩ କୋଟି ୫୫୩ ଲକ୍ଷ ଟଙ୍କା ପ୍ରଦାନ କରାଯିବ । ୭ଦିନ ଭିତରେ ଜିଲ୍ଲାପାଳ ଦେବେ କ୍ଷୟକ୍ଷତି ଟଙ୍କା ।
ଆଜି ବିଭିନ୍ନ ଜିଲ୍ଲାକୁ ଅନଲାଇନରେ ପଠାଯିବ ବାତ୍ୟା ‘ଦାନା’ କ୍ଷୟକ୍ଷତି ଟଙ୍କା । ବାତ୍ୟା ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତିରେ ଚୂଡାନ୍ତ ରିପୋର୍ଟ ଅନୁଯାୟୀ ୪୨୩ କୋଟି ୫୫୩ ଲକ୍ଷ ଟଙ୍କା ପ୍ରଦାନ କରାଯିବ । ୭ଦିନ ଭିତରେ ଜିଲ୍ଲାପାଳ ଦେବେ…