ଅଖଣ୍ଡ ପ୍ରଦୀପ//’ମୁନି ସନତ’ କୁମାରଙ୍କ ମତରେ ଶିବଙ୍କୁ ପ୍ରସନ୍ନ କରିବାର ଦଶଗୋଟି ବ୍ରତ ଅଛି । ସେ ମଧ୍ୟରୁ ଶିବରାତ୍ରି ବ୍ରତ ସର୍ବଶ୍ରେଷ୍ଠ ଓ ସର୍ବକାମପ୍ରଦ ଅଟେ । ଜାବାଳି ଶ୍ରୁତି ଅନୁସାରେ ଦଶ ଶୈବ ବ୍ରତ ମଧ୍ୟରେ ଏହି ଶିବରାତ୍ରି ବ୍ରତ ଅତ୍ୟନ୍ତ ସିଦ୍ଧିଦାୟକ ।କିପରି ବିଷକୁ ପାନ କରିବା ପରେ ବିଷର ଜ୍ୱାଳାରେ ସେ ମୂର୍ଚ୍ଛା ହୋଇଯାଇଥିଲେ । ତାଙ୍କର ସଂଜ୍ଞା ନ ଫେରିବା ପର୍ଯ୍ୟନ୍ତ ଦେବଗଣ ଓ ଶୈବବୃନ୍ଦ ଅଖଣ୍ଡ ପ୍ରଦୀପ ଜାଳି ଉଜାଗରରେ ବସିଥିଲେ । ସେହିଦିନକୁ ମନେପକାଇ ଶ୍ରଦ୍ଧାଳୁମାନେ ମହାଶିବରାତ୍ରି ପାଳନ କରିଥାନ୍ତି
ମହା ଶିବରାତ୍ରି ମୁନି ସନତ କୁମାରଙ୍କ ମତରେ ଶିବଙ୍କୁ ପ୍ରସନ୍ନ କରିବାର ଦଶଗୋଟି ବ୍ରତ ଅଛି । ସେ ମଧ୍ୟରୁ ଶିବରାତ୍ରି ବ୍ରତ ସର୍ବଶ୍ରେଷ୍ଠ ଓ ସର୍ବକାମପ୍ରଦ ଅଟେ । ଜାବାଳି ଶ୍ରୁତି ଅନୁସାରେ ଦଶ ଶୈବ ବ୍ରତ ମଧ୍ୟରେ ଏହି…