ସାନ୍ତାଳୀ ଭାଷା ଓ ସାନ୍ତାଳୀ ସମାଜ ପ୍ରତି ଗୁରୁ ପଣ୍ଡିତ ରଘୁନାଥ ମୁର୍ମୁ ଙ୍କ ଅବଦାନ ଅବିସ୍ମରଣୀୟ ତାଙ୍କ ସମାଧି ପୀଠର ବିକାଶ ପାଇଁ 10କୋଟି ଟଙ୍କା ମଂଜୁର କଲେ ମୁଖ୍ୟମନ୍ତ୍ରୀ
ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ପୀଠର ବିକାଶ ପାଇଁ ୧୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ ତା.୪.୫.୨୩ ଅଲଚିକି ଲିପିର ଉଦ୍ଭାବକ ଗୁରୁ ଗମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ପୀଠର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ…