ଚିତାଲାଗି ଅମାବାସ୍ୟା//ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ସୁବର୍ଣ୍ଣ ଚିତାଲାଗି ଅନୁଷ୍ଠିତ ହେବ,ତିନୋଟି ରତ୍ନଖଚିତ ସୁବର୍ଣ୍ଣ ଚିତାଗୁଡିକୁ ମର୍କତ ଚିତା , ହୀରଚିତା ଏବଂ ପାନ୍ନା ଚିତା କୁହାଯାଏ

ପବିତ୍ର ଚିତାଲାଗି ଅମାବାସ୍ୟା ଉପଲକ୍ଷେ ମଙ୍ଗଳକାମନା ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ସୁବର୍ଣ୍ଣ ଚିତାଲାଗି ଅନୁଷ୍ଠିତ ହେବ । ଶ୍ରୀମନ୍ଦିର ରେ ପାଳିତ ତ୍ରୟୋଦଶ ଯାତ୍ରା ବ୍ୟତୀତ ୫୦ରୁ…

Read More